• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ପ୍ରାତଃ ୦୬/୨୯ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୦୩/୨୪ ଗତେ ୭ମୀ, ଘାତ ଚନ୍ଦ୍ର- କନ୍ୟା ପ୍ରାତଃ ୦୬/୨୯ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୧୪ ପର୍ଯ୍ୟନ୍ତ

Sagittarius

ଧନୁ

Monday 14 Nov 2022

ମୂଳା – ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ।

ପୂ , ଷାଢା – ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହୋଇପାରନ୍ତି । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।

ଉ , ଷାଢା – ସମ୍ପତିକୁ ନେଇ ଚିନ୍ତା ପ୍ରକଟ ହେବ । ମହିଳା ମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର - ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :