Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି
/odishatv-khabar/media/media_files/uploadimage/library/16_9/16_9_0/IMAGE_1697687930-539409.jpg)
ସୈାର ତୁଳା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି- ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
