• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Tuesday 14 Nov 2023

କୃତିକା- ଅଧିକାଶଂ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କରିବା କଥା ତାହା କରି ସମସ୍ୟାକୁ ଡାକି ଆଣିବେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବ ।

ରୋହିଣୀ- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ମୃଗଶିରା- ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଜିତ ଅଭିଳାଷ ପୂରଣ ହେବ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :