• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Tuesday 14 Nov 2023

ଧନିଷ୍ଠା- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।

ଶତଭିଷା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଙ୍କେତ ମିଳିପାରେ । ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି ।

ପୂ,ଭାଦ୍ରପଦ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇପାରନ୍ତି । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :