• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Tuesday 14 Nov 2023

ପୂ,ଭାଦ୍ରପଦ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ଉ,ଭାଦ୍ରପଦ- ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି

ରେବତୀ- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷା କୃତ ସଫଳତା ପାଇପାରନ୍ତି ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :