• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Tuesday 14 Nov 2023

ମୃଗଶିରା- ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।

ଆଦ୍ରା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।

ପୁନର୍ବସୁ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :