• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Tuesday 14 Nov 2023

ପୁନର୍ବସୁ- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ପୁଷ୍ୟା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଅଶ୍ଲେଷା- ସାହାର୍ଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ ସାଥୀ ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :