• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Tuesday 14 Nov 2023

ମଘା- ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧୀନତା ପାଇବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ପୂ,ଫାଲଗୁନି- ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।

ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :