• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Tuesday 14 Nov 2023

ଉ,ଫଳଗୁନି- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର୍ଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ହସ୍ତା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।

ଚିତ୍ରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :