• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Tuesday 14 Nov 2023

ଚିତ୍ରା- ଦାମ୍ପତ୍ୟ ସୁକରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ । ସରକାରୀ ସଂସ୍ଥା କାମରେ ସହେଯାଗ କରିପାରନ୍ତି ।

ସ୍ୱାତୀ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ବିଶାଖା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :