• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Tuesday 14 Nov 2023

ବିଶାଖା- ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।

ଅନୁରାଧା- ସାମାଜିକ ସହେଯାଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।

ଜ୍ୟେଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :