• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Tuesday 14 Nov 2023

ମୂଳା- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଦୂର ହେବ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ ।

ପୂ,ଷାଢା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।

ଉ,ଷାଢା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜି ବୁଲିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :