• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି

ସୈାର ତୁଳା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪  ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର, ତିଥି-  ପ୍ରତିପଦ ଦିବା ୦୨.୩୬ ଗତେ ୨ୟା, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର  ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୩୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Tuesday 14 Nov 2023

ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।

ଶ୍ରବଣା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।

ଧନିଷ୍ଠା- ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୌଣସି ସହପାଠୀ ଆପଣଙ୍କର ସାହାର୍ଯ୍ୟ ଆଶା କରିପାରନ୍ତି ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :