ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୧୩ଶୀ ଦିବା ୦୯.୪୩ ଗତେ ୧୪ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ନାସ୍ତି ।
ଧନିଷ୍ଠା- ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ନିଜର ଆକସ୍ମିକ ବୁଦ୍ଧି ଓ କାର୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣିବେ
ଶତଭିଷା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ମହିଳା ମାନେ ଗପସପରେ ସମୟ ବିତାଇବେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ୟ୍ୟରେ ମନ ବଳାଇବେ ।
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮