ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୧୩ଶୀ ଦିବା ୦୯.୪୩ ଗତେ ୧୪ଶୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ,ପୁଷ୍କର ଦୋଷ- ନାସ୍ତି ।
ମୃଗଶିରା- ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଆଦ୍ରା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ
ପୁନର୍ବସୁ- ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ ।ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫