• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂମି କ୍ରୟର ସୁଯୋଗ ଆସିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ

Taurus

ବୃଷ

Friday 14 Oct 2022

କୃତିକା - ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଦୂର ସଂପର୍କୀୟଙ୍କ ଠାରୁ ଆର୍ଥିକ ସମ୍ବନ୍ଧୀୟ ସୁସମ୍ବାଦ ମିଳିବ । କର୍ମକ୍ଷେତ୍ରରେ ନୂତନ ନିଯୁକ୍ତି ମିଳିପାରେ

ରୋହିଣୀ –ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ଶିକ୍ଷାର୍ଥି ମାନେ ପଢାରେ କୃତିତ୍ୱ ହାସଲ କରିବେ ।

ମୃଗଶିରା –ଆଇନ,ଅଦାଲତରୁ ସୁଫଳ ମିଳିପାରେ । ମହିଳା ମାନେ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :