• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂମି କ୍ରୟର ସୁଯୋଗ ଆସିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ

Leo

ସିଂହ

Friday 14 Oct 2022

ମଘା – କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ ।

ପୂ , ଫାଲଗୁନୀ - ରାଜନୈତିକ ସହଯୋଗ ପ୍ରାପ୍ତ ହେବ । ପୂର୍ବ ଯୋଜନା ଅନୁସାରେ କାମ କରିବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ବିଦେଶକୁ ଯାଇ ପାରନ୍ତି

ଉ ,ଫାଲଗୁନୀ - ଭୂମି କ୍ରୟର ସୁଯୋଗ ଆସିପାରେ । ମହିଳା ମାନେ ବିଭିନ୍ନ ପ୍ରକାରର ଲାଭର ସୈାଭାଗ୍ୟ ଲାଭ କରିବେ ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :