• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂମି କ୍ରୟର ସୁଯୋଗ ଆସିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ

Virgo

କନ୍ୟା

Friday 14 Oct 2022

ଉ , ଫାଲଗୁନୀ – ଯାତ୍ରା ସମୟରେ ହାତ କିମ୍ବା ଗୋଡରେ ଅଘାତ ଲାଗିପାରେ । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ହସ୍ତା – ବ୍ୟବସାୟରେ ଆୟ, ବ୍ୟୟ ସମାନ ରହିବ ।

ଚିତ୍ରା – ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :