• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂମି କ୍ରୟର ସୁଯୋଗ ଆସିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ

Scorpio

ବିଛା

Friday 14 Oct 2022

ବିଶାଖା – ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । କର୍ମ କ୍ଷେତ୍ରରେ ଅସାବଧନତା ହେତୁ ଅପମାନିତ ହୋଇ ପାରନ୍ତି ।

ଅନୁରାଧା – ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ଛାତ୍ରଛାତ୍ରି ମାନେ ଉଚ୍ଚ ଆଶା ଧରି ଆଗେଇ ଚାଲିବେ ।

ଜ୍ୟେଷ୍ଠା – କୋର୍ଟ ମାମଲାରେ ଫସି ଯାଇପାରନ୍ତି । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।

ପ୍ରତିକାର – କୁକୁରକୁ କିଛି ଖାଇବା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :