• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂମି କ୍ରୟର ସୁଯୋଗ ଆସିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ

Sagittarius

ଧନୁ

Friday 14 Oct 2022

ପୂ , ଷାଢା – ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ ।

ଉ , ଷାଢା – କୈାଣସି ସାମାଜିକ କାର୍ଯ୍ୟରେ ଜଡିତ ରହିବେ । ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :