• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଭୂମି କ୍ରୟର ସୁଯୋଗ ଆସିପାରେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର ଚନ୍ଦ୍ର – ବୃଷ ଅହୋରାତ୍ର ଘାତ ଚନ୍ଦ୍ର- ମେଷ ରାଶିର ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ୨ପାଦ ରାତ୍ରି ୦୧/୩୧ ଗତେ ୧ପାଦ

Capricorn

ମକର

Friday 14 Oct 2022

ଉ , ଷାଢା - ଶାରୀରିକ ପିଡାରୁ ମୁକ୍ତି ପାଇବେ । ଦାମ୍ପତ୍ୟ ଜୀବନରେ ଅଶାନ୍ତି ସୃଷ୍ଟି ହେବ । କର୍ମ କ୍ଷେତ୍ରରେ ବୃଦ୍ଧି ଖଟାଇ ସବୁ କାର୍ଯ୍ୟ ହାସଲ କରିବେ ।

ଶ୍ରବଣା – ରାଜନିତିକ ଚିନ୍ତା ବଢିବ । ବିଦ୍ୟାର୍ଥୀ ମାନେ ଶ୍ରମକାତର ହେବେ ଓ ପଛେଇ ରହିବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।

ଧନିଷ୍ଠା – ବାଦ ବିବାଦ ସମାଧାନ ହୋଇଯିବ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :