• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Aries

ମେଷ

Monday 14 Oct 2024

ଅଶ୍ୱନୀ-ଶରୀର ପୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ ।

ଦ୍ୱିଜା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକାପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ ।

କୃତିକା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :