• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Taurus

ବୃଷ

Monday 14 Oct 2024

କୃତିକା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ରୋହିଣୀ- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।

ମୃଗଶିରା- ମହିଳାମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନଙ୍କୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ।

ପ୍ରତିକାର – ମା’ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :