• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Aquarius

କୁମ୍ଭ

Monday 14 Oct 2024

ଧନିଷ୍ଠା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ଶତଭିଷା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ପୂ,ଭାଦ୍ରପଦ- ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :