• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Pisces

ମୀନ

Monday 14 Oct 2024

ପୂ,ଭାଦ୍ରପଦ- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ।

ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୌଣସି ଭଲ ପରାମର୍ଶ ଦେଇ ପାରନ୍ତି ।

ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :