• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Gemini

ମିଥୁନ

Monday 14 Oct 2024

ମୃଗଶିରା- ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇଭଉଣୀଙ୍କ ସହଯୋଗ ପାଇବେ ।

ଆଦ୍ରା- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।

ପୁନର୍ବସୁ- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :