• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Cancer

କର୍କଟ

Monday 14 Oct 2024

ପୁନର୍ବସୁ- ସ୍ବାସ୍ଥ୍ୟରେ ଅବନତି ହୋଇପାରେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ପୁଷ୍ୟା- ଧର୍ମକାର‌୍ୟ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର‌୍ୟ୍ୟ ହାସଲ କରିବେ।

ଅଶ୍ଲେଷା- ଅଳଙ୍କାର ସୁନା କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :