• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Leo

ସିଂହ

Monday 14 Oct 2024

ମଘା-ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କୁ ମନ ପସନ୍ଦ ଜାଗାକୁ ବଦଳି ହେବ । ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ ।

ପୂ,ଫାଲଗୁନି- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।

ଉ,ଫାଲଗୁନି- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :