• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Virgo

କନ୍ୟା

Monday 14 Oct 2024

ଉ,ଫଳଗୁନି- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ।

ହସ୍ତା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବିଦ୍ୟାର୍ଥୀମାନେ ପଢାରେ ମନନିବେଶ କରିବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇପାରନ୍ତି ।

ଚିତ୍ରା- ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :