• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Libra

ତୁଳା

Monday 14 Oct 2024

ଚିତ୍ରା- କମ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ ।

ସ୍ୱାତୀ- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ।

ବିଶାଖା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି।

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :