• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Scorpio

ବିଛା

Monday 14 Oct 2024

ବିଶାଖା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା- ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ବଡ କମ୍ପାନିରୁ ଚାକିରିର ଡାକରା ଆସିପାରେ ।

ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ।

ପ୍ରତିକାର – ମା’ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :