• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Sagittarius

ଧନୁ

Monday 14 Oct 2024

ମୂଳା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ପୂ,ଷାଢା- କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି।

ଉ,ଷାଢା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର‌୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :