• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th October 2024: ଏହି ରାଶିର ବ୍ୟକ୍ତି ଲାଗି ରହିଥିବା ବିବାଦରୁ ମୁକ୍ତ ହେବେ...

ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢିଭୂତ କରିବ।

Capricorn

ମକର

Monday 14 Oct 2024

ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଶ୍ରବଣା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :