ଶୁଭ ସମୟ- ପ୍ରାତଃ ୦୫/୩୭ ରୁ ୦୭/୧୪ ଦିବା ୧୦/୧୦ ରୁ ୧୧/୧୭ ଦିବା ୦୧/୪୩ ରୁ ୦୪/୫୮ ସନ୍ଧ୍ୟା ୦୬/୩୪ ରୁ ୧୦/୩୧ ରାତ୍ରି ୧୦/୪୦ ରୁ ୦୨/୩୯ ରାତ୍ରି ୦୪/୦୮ ରୁ ୦୫/୩୭ ଅଶୁଭ ସମୟ ଋାହୁକାଳ – ଦିବା ୧୧/୪୨ ରୁ ୦୧/୧୩ କାଳବେଳା - ଦିବା ୦୮/୩୯ ରୁ ୧୦/୧୦ ବାରବେଳା - ଦିବା ୧୧/୪୨ ରୁ ୦୧/୧୩ କାଳରାତ୍ରି - ରାତ୍ରି ୦୨/୩୯ ରୁ ୦୪/୦୮
ଉ , ଫାଲଗୁନୀ – ବିବାଦ ଆପଣଙ୍କ ପକ୍ଷରେ ଯିବାର ସମ୍ଭାବନା ରହିଛି
ହସ୍ତା – ରୋଜଗାର ହିନ ବ୍ୟକ୍ତିଙ୍କୁ ରୋଜଗାରର ସୁଯୋଗ ମିଳିବ
ଚିତ୍ରା – ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫