ଶୁଭ ସମୟ- ପ୍ରାତଃ ୦୫/୩୭ ରୁ ୦୭/୧୪ ଦିବା ୧୦/୧୦ ରୁ ୧୧/୧୭ ଦିବା ୦୧/୪୩ ରୁ ୦୪/୫୮ ସନ୍ଧ୍ୟା ୦୬/୩୪ ରୁ ୧୦/୩୧ ରାତ୍ରି ୧୦/୪୦ ରୁ ୦୨/୩୯ ରାତ୍ରି ୦୪/୦୮ ରୁ ୦୫/୩୭ ଅଶୁଭ ସମୟ ଋାହୁକାଳ – ଦିବା ୧୧/୪୨ ରୁ ୦୧/୧୩ କାଳବେଳା - ଦିବା ୦୮/୩୯ ରୁ ୧୦/୧୦ ବାରବେଳା - ଦିବା ୧୧/୪୨ ରୁ ୦୧/୧୩ କାଳରାତ୍ରି - ରାତ୍ରି ୦୨/୩୯ ରୁ ୦୪/୦୮
ବିଶାଖା –ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ
ଅନୁରାଧା – ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ
ଜ୍ୟେଷ୍ଠା – ଆପଣଙ୍କର ମନୋବଳ ଉଚ୍ଚ ରହିବ
ପ୍ରତିକାର – ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯