• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟରେ ସଫଳତା ମିଳିବ

ଶୁଭ ସମୟ- ପ୍ରାତଃ ୦୫/୩୭ ରୁ ୦୭/୧୪ ଦିବା ୧୦/୧୦ ରୁ ୧୧/୧୭ ଦିବା ୦୧/୪୩ ରୁ ୦୪/୫୮ ସନ୍ଧ୍ୟା ୦୬/୩୪ ରୁ ୧୦/୩୧ ରାତ୍ରି ୧୦/୪୦ ରୁ ୦୨/୩୯ ରାତ୍ରି ୦୪/୦୮ ରୁ ୦୫/୩୭ ଅଶୁଭ ସମୟ ଋାହୁକାଳ – ଦିବା ୧୧/୪୨ ରୁ ୦୧/୧୩ କାଳବେଳା - ଦିବା ୦୮/୩୯ ରୁ ୧୦/୧୦ ବାରବେଳା - ଦିବା ୧୧/୪୨ ରୁ ୦୧/୧୩ କାଳରାତ୍ରି - ରାତ୍ରି ୦୨/୩୯ ରୁ ୦୪/୦୮

Capricorn

ମକର

Wednesday 14 Sep 2022

ଉ , ଷାଢା - ବିବାହାଦି ମାଙ୍ଗଲ୍ୟକର୍ମ ସମ୍ପାଦନା ହୋଇପାରେ

ଶ୍ରବଣା – ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ

ଧନିଷ୍ଠା – ଅଫିସକୁ ସୁନ୍ଦର ଭାବରେ ସଜାୟି ପାରନ୍ତି

ପ୍ରତିକାର – ମହାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :