• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର –  ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ 

Taurus

ବୃଷ

Thursday 14 Sep 2023

କୃତିକା - ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।

ରୋହିଣୀ - ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢ଼ିବ ।

ମୃଗଶିରା - କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟରେ ବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :