• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର –  ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ 

Pisces

ମୀନ

Thursday 14 Sep 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ , ଭଦ୍ରପଦ - ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।

ରେବତୀ – ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ ।

ପ୍ରତିକାର - ଧର୍ମସ୍ଥଳରେ ଚାଉଳ ଦାନ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :