• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର –  ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ 

Virgo

କନ୍ୟା

Thursday 14 Sep 2023

ଉ- ଫାଲ୍‌ଗୁନୀ - ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ହସ୍ତା - ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।

ଚିତ୍ରା - ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ଼ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ ।

ପ୍ରତିକାର- ଗରିବ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :