• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର –  ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ 

Scorpio

ବିଛା

Thursday 14 Sep 2023

ବିଶାଖା - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ ।

ଅନୁରାଧା - ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ଜ୍ୟୋଷ୍ଠା - ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :