• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର –  ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ 

Sagittarius

ଧନୁ

Thursday 14 Sep 2023

ମୂଳା - ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟା ମନକୁ ଅସ୍ଥିର କରିବ । ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ।

ପୂ, ଷାଢା - ବ୍ୟବସାୟରେ ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ଅର୍ଥ ମିଳିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।

ଉ, ଷାଢା - କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ । ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :