• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2023: ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର – ସିଂହ ଅହୋରାତ୍ର, ତିଥି – ଅମାବାସ୍ୟା ଅହୋରାତ୍ର, ଘାତ ଚନ୍ଦ୍ର – କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର –  ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ନିଶାନ୍ତ ୦୪.୫୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ 

Capricorn

ମକର

Thursday 14 Sep 2023

ଉ , ଷାଢା - ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ ।

ଶ୍ରବଣା – ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ ।

ଧନିଷ୍ଠା – ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୌଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।

ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :