• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Taurus

ବୃଷ

Saturday 14 Sep 2024

କୃତିକା - ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।  

ରୋହିଣୀ - ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।

ମୃଗଶିରା - ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ  ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର - ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ