• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Aquarius

କୁମ୍ଭ

Saturday 14 Sep 2024

ଧନିଷ୍ଠା - କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ । 

ଶତଭିଷା - ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 

ପୂ, ଭାଦ୍ରପଦ - ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ହନୁମାନଙ୍କର ପୂଜା କରନ୍ତୁ