• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Gemini

ମିଥୁନ

Saturday 14 Sep 2024

ମୃଗଶିରା  - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।

ଆଦ୍ରା -  ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।  ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପୁନର୍ବସୁ -  ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।

ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ