• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Scorpio

ବିଛା

Saturday 14 Sep 2024

ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ  ଖୁସିରେ କାମ କରିବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।

ଅନୁରାଧା- ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ ।  ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ ।  କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ ।  

ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା   ପ୍ରତିସୃତି ରକ୍ଷା କରିପାରିବେ  ନାହିଁ ।  ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ ।

ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର - ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ