• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୪୧ ଗତେ ୧୨ଶୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର- ବିଛା, ସିଂହ ଓ କନ୍ୟା ।

Capricorn

ମକର

Saturday 14 Sep 2024

ଉ, ଷାଢା - ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । 

ଶ୍ରବଣା - ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ  ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ଧନିଷ୍ଠା - ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ