• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Friday 15 Sep 2023

ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।

ଶତଭିଷା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ପୂ, ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :