• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Pisces

ମୀନ

Friday 15 Sep 2023

ପୂ, ଭାଦ୍ରପଦ- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳିବା ଭଲ ନହେଲେ କଳହ ଲାଗିପାରେ । ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ ।

ଉ, ଭାଦ୍ରପଦ- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।

ରେବତୀ- ସମ୍ପତି କିଣିବାର ଯୋଗ ରହିଛି । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :