• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 15 September 2023: ଏହି ରାଶିର ବ୍ୟକ୍ତି ଆଜି ବିଶ୍ୱାସ ଘାତର ଶିକାର ହୋଇପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଦିବା ୧୧.୩୫ ଗତେ କନ୍ୟା । ତିଥି- ଅମାବାସ୍ୟା (ମଳ) ପ୍ରାତଃ ୦୭.୦୯ ଗତେ ପ୍ରତିପଦ । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୩୫ ଗତେ ବୃଷ । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ ।

Gemini

ମିଥୁନ

Friday 15 Sep 2023

ମୃଗଶିରା- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।

ଆଦ୍ରା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।

ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :